୧.୯.୨୦୨୬ ମଙ୍ଗଳବାର
ମେଷ: ଶୁଭଖବର, ବିବାଦ ସମାଧାନ, ଅର୍ଥସମସ୍ୟା ଦୂର, ପାରିବାରିକ ସାହାଯ୍ୟ, ମାନସିକ ଶାନ୍ତି, ଯାତ୍ରାରେ ବିଳମ୍ବ, ଶରୀର ସୁସ୍ଥ, ଅଳ୍ପ ଶତ୍ରୁସମସ୍ୟା। ଦ୍ବିଜା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ୍, ସଂଖ୍ୟା-୮, ଆରାଧନା-ପ୍ରଭୁ ହନୁମାନ
ବୃଷ: କାର୍ଯ୍ୟରେ ବାଧା, ବ୍ୟବସାୟରେ ସ୍ବଳ୍ପ ଲାଭ, ଲୋକସମ୍ପର୍କବୃଦ୍ଧି, ସ୍ବଜନ ବିରୋଧ, ଦୂରଯାତ୍ରା ସଫଳ, ବନ୍ଧୁସାହାଯ୍ୟ, ଶତ୍ରୁସମସ୍ୟା, ଶରୀର ସୁସ୍ଥ, କର୍ମକ୍ଷେତ୍ରେ ଶାନ୍ତି, ଦାମ୍ପତ୍ୟଖୁସି । ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା- ଶଙ୍କର ଭଗବାନ
ମିଥୁନ: ଶୁଭଖବର, ଭୂସମ୍ପତ୍ତିଲାଭ, ବ୍ୟବସାୟରେ ଲାଭ,ବିବାଦ ସମାଧାନ, ଉଚ୍ଚବ୍ୟକ୍ତିଙ୍କ ସହ ସାକ୍ଷାତ, ମାନସମ୍ମାନ ପ୍ରାପ୍ତି, ଶରୀର ସୁସ୍ଥ, ଗୁପ୍ତଶତ୍ରୁ ଲାଗି ଚିନ୍ତିତ, ଅଯଥା ଚିନ୍ତା, ସନ୍ତାନସୁଖ, ବିଦ୍ୟାରେ ସଫଳ । ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ମେରୁନ, ସଂଖ୍ୟା-୧୦, ଆରାଧନା- ଗଣେଶ ଭଗବାନ।
କର୍କଟ: ଅଯଥାଖର୍ଚ୍ଚ, ବ୍ୟବସାୟରେ ସାମାନ୍ୟ ଲାଭ, ନୂତନ କାର୍ଯ୍ୟଲାଗି ଦୂରଯାତ୍ରା, କିଛି ମାମଲାର ଶୁଭଖବର, ବିବାଦ ସମାଧାନ, ଦାମ୍ପତ୍ୟଲାଭ । ଅଶ୍ଳେଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଲାଲ, ସଂଖ୍ୟା-୬, ଆରାଧନା- ଶଙ୍କର ଭଗବାନ
ସିଂହ: ଶୁଭଖବର, ବ୍ୟବସାୟରେ ଉନ୍ନତି, କର୍ମକ୍ଷେତ୍ରେ ଖୁସି, ଶରୀର ସୁସ୍ଥ, ଯାତ୍ରା ସଫଳ, ଅଟକିଥÒବା କାର୍ଯ୍ୟରେ ଅଗ୍ରଗତି, ମାନସିକଶାନ୍ତି, ଶୁଭକାର୍ଯ୍ୟରେ ସଫଳ। ପୂର୍ବାଫାଲଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୯, ଆରାଧନା-ପ୍ରଭୁ ଜଗନ୍ନାଥ
କନ୍ୟା: ଆୟରେ ଉନ୍ନତି, ପାରିବାରିକ ଖୁସି, ବିଶିଷ୍ଠ କାର୍ଯ୍ୟରେ ଧନବ୍ୟୟ, ଅଟକିଥÒବା କାର୍ଯ୍ୟ ପୁରଣ, ଦୂରଯାତ୍ରାରେ ସତର୍କ, ଶତ୍ରୁ ପରାଜିତ, ସ୍ବାଦିଷ୍ଠ ଭୋଜନ, ସନ୍ତାନ ସମସ୍ୟା, ଦାମ୍ପତ୍ୟଖୁସି । ହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶି, ସଂଖ୍ୟା-୮, ଆରାଧନା- ମହାଲକ୍ଷ୍ମୀ।
ତୁଳା: ମନରେ ଭୟ କରନ୍ତୁନାହିଁ, ସମସ୍ୟା ସ୍ବଳ୍ପ ସମାଧାନ, ବ୍ୟବସାୟରେ କଷ୍ଟ, ଋଣ କରିପାରନ୍ତି, ବନ୍ଧୁସହଯୋଗ, ପାରିବାରିକ ଖୁସି, ବିଦ୍ୟାରେ ଉନ୍ନତି, ଶୁଭ ଅାଲୋଚନା। ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୭, ଆରାଧନା- ଶଙ୍କର ଭଗବାନ
ବିଛା: ଯାତ୍ରାରେ ସତର୍କ, ଶାରୀରିକ କଷ୍ଟ, କିଛି ବିବାଦ ସମାଧାନ, ବିଶିଷ୍ଠ କାର୍ଯ୍ୟରେ ବିବାଦ, ଅର୍ଥଲାଭ, ଶତ୍ରୁସମସ୍ୟା, ହେବାକାର୍ଯ୍ୟ ବିଳମ୍ବ, ସନ୍ତାନସୁଖ। ଜ୍ୟେଷ୍ଠା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୪, ଆରାଧନା-ନୃସିଂହ ଭଗବାନ
ଧନୁ: ଲୋକସମ୍ପର୍କ ବୃଦ୍ଧ, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ ଲାଭ, ବିବାଦ ସମାଧାନ, ଦୂରଯାତ୍ରା ସଫଳ, ଦ୍ରବ୍ୟଲାଭ, ବନ୍ଧୁଲାଭ, ଭ୍ରାତୃସ୍ନେହ ଦାମ୍ପତ୍ୟସୁଖ, ସନ୍ତାନଲାଭ, ମାନସିକ ଶାନ୍ତି। ପୂର୍ବାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୯, ଆରାଧନା- ମା’ କୁତାମଚଣ୍ଡୀ
ମକର: ଦ୍ରବ୍ୟଲାଭ, ଯାତ୍ରାରେ ଲାଭ, ବହୁଦିନର ଅାଶା ପୂରଣ, ଅତିଥÒ ସତ୍କାର, ଦେବକାର୍ଯ୍ୟରେ ସନ୍ତୁଷ୍ଟ, ଶରୀର ସୁସ୍ଥ, ଲୋକସମ୍ପର୍କ ବୃଦ୍ଧି, ବାଣିଜ୍ୟରେ ଲାଭ, । ଶ୍ରବଣା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- କଳା, ସଂଖ୍ୟା-୭, ଆରାଧନା-ମହାଲକ୍ଷ୍ମୀ
କୁମ୍ଭ: ଅର୍ଥସମସ୍ୟା, ଶୁଭକାର୍ଯ୍ୟରେ ବିଳମ୍ବ, ଅଯଥା ବିବାଦ, ମାନସିକ ଶାନ୍ତି, ସନ୍ତାନଖୁସି, ବନ୍ଧୁସମସ୍ୟା, ଶରୀର କଷ୍ଟ, ଦାମ୍ପତ୍ୟସୁଖ । ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ନୀଳ, ସଂଖ୍ୟା-୫, ଆରାଧନା- ଶଙ୍କର ଭଗବାନ।
ମୀନ: ଶାରୀର ସୁସ୍ଥ, ଶୁଭକାର୍ଯ୍ୟରେ ଧନବ୍ୟୟ, ଲୋକସମ୍ପର୍କ ବୃଦ୍ଧି, ଯାତ୍ରାରେ କଷ୍ଟ, କିଛି ବିବାଦରେ ଫସିପାରନ୍ତି, ସ୍ବାଦିଷ୍ଠ ଭୋଜନ । ରେବତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୮, ଆରାଧନା- ମା’ ବିମଳା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।