୨୦.୮.୨୦୨୬, ଗୁରୁବାର
ମେଷ: ମନସ୍ତାପ, କାର୍ଯ୍ୟରେ ସମସ୍ୟା, ଦ୍ରବ୍ୟଲାଭ, ବ୍ୟବସାୟରେ କଷ୍ଟ, ଦୂରଯାତ୍ରା, ସମ୍ପତ୍ତିଲାଭ, ଶତ୍ରୁସମସ୍ୟା, ଅଯଥା ଅଶାନ୍ତି, ଶରୀର ଅସୁସ୍ଥ, ଅଶ୍ବିନୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୬, ଆରାଧନା-ପ୍ରଭୁ ହନୁମାନ
ବୃଷ: କର୍ମକ୍ଷେତ୍ରେ ଶାନ୍ତି, ସ୍ବଜନ ବିରୋଧ, ଅର୍ଥଲାଭ, ଦାମ୍ପତ୍ୟଖୁସି, ଦେବଦର୍ଶନ, ସ୍ବାସ୍ଥ୍ୟଲାଭ, ଦୂରଯାତ୍ରାରେ ସଫଳ, ବନ୍ଧୁଲାଭ, ରୋହିଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ମା’ ମହାଲକ୍ଷ୍ମୀ
ମିଥୁନ: ଅର୍ଥଲାଭ, ଯାତ୍ରା ସଫଳ, ଶୁଭଖବର, ବ୍ୟବସାୟରେ ସ୍ବଳ୍ପଲାଭ, ଦ୍ରବ୍ୟପ୍ରାପ୍ତି, ଶତ୍ରୁ ପରାଜିତ, ପାରିବାରିକଖୁସି, ସନ୍ତାନଲାଭ, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-୭, ଆରାଧନା-ନାରାୟଣ ଭଗବାନ
କର୍କଟ: ଶୁଭଖବର, ବାଣିଜ୍ୟରେ ଲାଭ, ଦୂରଯାତ୍ରା ସଫଳ, ପାରିବାରିକ ସହଯୋଗ, ବିଦ୍ୟାରେ ସଫଳ, ଶତ୍ରୁସମସ୍ୟାରୁ ମୁକ୍ତି, ବ୍ୟକ୍ତିସହାୟତା, ପୁଷ୍ୟା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୯, ଆରାଧନା-ମା’ ଭଗବତୀ
ସିଂହ: ମାନସିକ ଅସ୍ଥିରତା, ଧନବ୍ୟୟ, େଲାକସମ୍ପର୍କ ବୃଦ୍ଧି, ଶତ୍ରୁସମସ୍ୟା, ଦେବକାର୍ଯ୍ୟରେ ସନ୍ତୁଷ୍ଟ, ଶୁଭଖବର, ପାରିବାରିକ ବିରୋଧ, ସନ୍ତାନସମସ୍ୟା ମଘା, ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୬, ଆରାଧନା-ପ୍ରଭୁ ଜଗନ୍ନାଥ
କନ୍ୟା: ଅର୍ଥଲାଭ, ମାନସିକଶାନ୍ତି, ବନ୍ଧୁଲାଭ, ଦୂରଯାତ୍ରା, ଅନୁଷ୍ଠାନରୁ ଖୁସି, ନୂତନ କାର୍ଯ୍ୟରେ ସନ୍ତୁଷ୍ଟ, ସମ୍ପର୍କବୃଦ୍ଧି, ନୂତନ କର୍ମନିଯୁକ୍ତି, ସନ୍ତାନଲାଭ, ହସ୍ତା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୯, ଆରାଧନା-ପ୍ରଭୁ ଗଣେଶ
ତୁଳା: ହତୋତ୍ସାହ, କିଛି କାର୍ଯ୍ୟରେ ସମସ୍ୟା, ଦାମ୍ପତ୍ୟକଳହ, ବ୍ୟବସାୟରେ ସ୍ବଳ୍ପଲାଭ, ବନ୍ଧୁଲାଭ, ଦେବଭକ୍ତି, ସନ୍ତାନସମସ୍ୟା, ସ୍ବାତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୬, ଆରାଧନା-ଶଙ୍କରଭଗବାନ
ବିଛା: ଯାତ୍ରାରେ ବିଳମ୍ବ, ସ୍ବାସ୍ଥ୍ୟ ସମସ୍ୟା, ବାଣିଜ୍ୟରେ ସ୍ବଳ୍ପ ଲାଭ, ସମ୍ପତ୍ତିବିବାଦ, ଦେବଦର୍ଶନ, ବ୍ୟକ୍ତି ସହାୟତା, ଉତ୍ସବକୁ ନେଇ ଖୁସି, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-୪, ଆରାଧନା-ନୃସିଂହ ଭଗବବାନ
ଧନୁ: ମାନସିକ କଷ୍ଟ, େଲାକସମ୍ପର୍କ ବୃଦ୍ଧି, ଅର୍ଥଲାଭ, ସମ୍ମାନଲାଭ, ଦେବକାର୍ଯ୍ୟ ସଫଳ, ପିତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ, ସମସ୍ୟା ସମାଧାନ, ମୂଳା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୮, ଆରାଧନା-ମହାଲକ୍ଷ୍ମୀ
ମକର: କିଛି କାର୍ଯ୍ୟରେ ବିରୋଧ, ଶୁଭକାର୍ଯ୍ୟରେ ଧନବ୍ୟୟ, ଲୋକସମ୍ପର୍କ ବୃଦ୍ଧି, ଦେବଦର୍ଶନ, ମାନସିକଶାନ୍ତି, ଦାମ୍ପତ୍ୟଖୁସି, ବିଶିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟ, ଉତ୍ସବକୁ ନେଇ ଖୁସି, ଶ୍ରବଣା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୭, ଆରାଧନା-ମା’ ଦକ୍ଷିଣକାଳୀ
କୁମ୍ଭ: ଅର୍ଥଲାଭ, ସ୍ବାସ୍ଥ୍ୟଚିନ୍ତା, ପାରିବାରିକ ସହଯୋଗ, ଲୋକସମ୍ପର୍କ ବୃଦ୍ଧି, ଈଶ୍ବରଭକ୍ତି, ସମ୍ମାନହାନି, ସନ୍ତାନଲାଭ, ଅଯଥାଖର୍ଚ୍ଚ, ବ୍ୟବସାୟରେ ଉନ୍ନତି, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୭, ଆରାଧନା-ମା’ ମଙ୍ଗଳା
ମୀନ: ସାମାନ୍ୟଲାଭ, ବନ୍ଧୁଗୃହେ ଯାତ୍ରା, ଦ୍ରବ୍ୟଲାଭ, ସନ୍ତାନଲାଭ, ବନ୍ଧୁବିରୋଧ, ଉତ୍ସବକୁ ନେଇ ଚିନ୍ତିତ, ଶତ୍ରୁସମସ୍ୟା, ନୂତନ ଖବର, ଗୃହେ ସହଯୋଗ, ଉତ୍ତରଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୯, ଆରାଧନା-ମା’ ଗୌରୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।