୨୨.୮.୨୦୨୬, ଶନିବାର
ମେଷ: ସୁସମ୍ପର୍କ, ବିବାଦ ସମାଧାନ, ମାନସିକ ଚାପରୁ ମୁକ୍ତି, ଦୂରଯାତ୍ରା ସଫଳ, ପଦବୀଲାଭ, ପୂର୍ବକାର୍ଯ୍ୟରେ ଲାଭ, ଶରୀର ସୁସ୍ଥ, ସମ୍ପତ୍ତିଲାଭ, ଆୟବୃଦ୍ଧି, ଅଶ୍ବିନୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୯, ଆରାଧନା-ମା’ େକ୍ଷତ୍ରପାଳ
ବୃଷ: କର୍ମେ ଅାନନ୍ଦ, ପାରିବାରିକ ସମ୍ପର୍କ, ସୁସମ୍ପର୍କ, ବ୍ୟବସାୟରେ ସ୍ବଳ୍ପ ଲାଭ, ପୁୁରାତନ ବିବାଦରୁ ମୁକ୍ତି, ନୂତନ ବ୍ୟବସାୟ, ଦେବକାର୍ଯ୍ୟରେ ସନ୍ତୁଷ୍ଟ, କୃତ୍ତିକା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-୭, ଆରାଧନା-ମା’ ଲକ୍ଷ୍ମୀ
ମିଥୁନ: ସୁମ୍ପର୍କରେ ବାଧା, ଉଚ୍ଚଆଶା ବିଫଳ, କର୍ମକ୍ଷେତ୍ରେ ପରିଶ୍ରମ, ମିଥ୍ୟା ଅପବାଦ, ଦୂରଯାତ୍ରା ସଫଳ, ଭ୍ରାତୃସ୍ନେହ, ପାରିବାରିକ ସାହାଯ୍ୟ, ଅର୍ଥଲାଭ, ଗୃହେ ଉତ୍ସବ, ମୃଗଶିରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଲାଲ, ସଂଖ୍ୟା-୮, ଆରାଧନା-ପ୍ରଭୁ ଜଗନ୍ନାଥ
କର୍କଟ: ଯାତ୍ରାରେ ସତର୍କ, ପାରିବାରିକ ଖୁସି, ଦ୍ରବ୍ୟଲାଭ, ବ୍ୟବସାୟରେ ସ୍ବଳ୍ପ ଲାଭ, ଗୁୁରୁଜନଙ୍କ ସମସ୍ୟା, ଦେବଦର୍ଶନ, ଅଯଥା ଖର୍ଚ୍ଚାନ୍ତ, ବନ୍ଧୁସାହାଯ୍ୟ, ଦାମ୍ପତ୍ୟଖୁସି, ପୁନର୍ବସୁ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ୍, ସଂଖ୍ୟା-୬, ଆରାଧନା-ପ୍ରଭୁ ହନୁମାନ
ସିଂହ: କାର୍ଯ୍ୟରେ ବିଳମ୍ବ, ପ୍ରୀତିବୃଦ୍ଧି, କର୍ମକ୍ଷେତ୍ରେ ପ୍ରଶଂସା, ନିର୍ଭର ପ୍ରତିଶ୍ରୁତି ମିଳିବ, ପୁତ୍ରସ୍ନେହରେ ଖୁସି, ମାନସିକ ଶାନ୍ତି, ଶୁଭଖବର, ଶରୀର ସୁସ୍ଥ, ଦାମ୍ପତ୍ୟସୁଖ, ମଘା, ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଇସତ୍ ଲାଲ, ସଂଖ୍ୟା-୭, ଆରାଧନା-ଗୁରୁଜନଙ୍କ ସେବା
କନ୍ୟା: ଦ୍ରବ୍ୟଲାଭ, ଉତ୍ସବପ୍ରତି ଅାଗ୍ରହ, ବ୍ୟବସାୟିକ ଖୁସି, ଲୋକସମ୍ପର୍କ ବୃଦ୍ଧି, ଯାତ୍ରା ସଫଳ, ସମସ୍ୟା ସମାଧାନ, ଅଯଥା କଷ୍ଟ, ଶରୀର ସୁସ୍ଥ, ଶତ୍ରୁସମସ୍ୟା, ସନ୍ତାନଲାଭ, ଉତ୍ତରାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୮, ଆରାଧନା-ବାବା ବାଲୁଙ୍କେଶ୍ବର
ତୁଳା: ସନ୍ତାନଚିନ୍ତା, ବିବାଦକୁ ନେଇ ଚିନ୍ତିତ, ମାନସିକ ଅବସାଦ, ଦୂରଯାତ୍ରାରେ ଅାଗ୍ରହ, ଅର୍ଥଲାଭ, ଶତ୍ରୁସମସ୍ୟା, ସୁମିଷ୍ଠ ଭୋଜନ ବନ୍ଧୁଲାଭ, ଚିତ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୭, ଆରାଧନା-ଶଙ୍କରଭଗବାନ
ବିଛା: ସମ୍ପତ୍ତିବିବାଦ, ବିଶିଷ୍ଠ ବ୍ୟକ୍ତି ସାହାଯ୍ୟ, ଶରୀର ସୁସ୍ଥ, ଲୋକସମ୍ପର୍କ ବୃଦ୍ଧି, ଦାମ୍ପତ୍ୟଖୁସି, ଅର୍ଥସମସ୍ୟା, ଉଚ୍ଚଆଶା ବିଫଳ, ବିଦ୍ୟାରେ ଅସଫଳ, ବିଶାଖା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଲାଲ, ସଂଖ୍ୟା-୬, ଆରାଧନା-ପ୍ରଭୁ ଗଣେଶ
ଧନୁ: ଆର୍ଥିକସୁଖ, ବିବାଦ ସମାଧାନ, ଶତ୍ରୁପରାଜିତ, ଦୂରଯାତ୍ରା ସଫଳ, ଦ୍ରବ୍ୟଲାଭ, ନୂତନ ନିଯୁକ୍ତି, ସନ୍ତାନଖୁସି, କର୍ମକ୍ଷେତ୍ରେ ସନ୍ତୁଷ୍ଟ, ବାନ୍ଧବୀଲାଭ, ନୂତନ ବ୍ୟବସାୟ, ମୂଳା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୯, ଆରାଧନା-ମା’ ଗୌରୀ
ମକର: ଅଯଥା ଖର୍ଚ୍ଚାନ୍ତ, ମିଥ୍ୟାଅପବାଦ, ଶତ୍ରୁସମସ୍ୟା, ବନ୍ଧୁସହଯୋଗ, ବ୍ୟବସାୟିକଖୁସି, ପରିବହନରେ ସାମାନ୍ୟ ଲାଭ, ଶତ୍ରୁସମସ୍ୟା, ସମ୍ପତ୍ତିବିବାଦ, ବୟୋଜ୍ୟେଷ୍ଠଙ୍କ ଶରୀର ଅସୁସ୍ଥ, ଉତ୍ତରାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୩, ଆରାଧନା-ମା’ ବଗଳାମୁଖୀ
କୁମ୍ଭ: ସମ୍ମାନଲାଭ, ଆକସ୍ମିକଲାଭ, ଶୁଭଖବର, ଦୂରଯାତ୍ରା ସଫଳ, ବନ୍ଧୁଲାଭ, ସମସ୍ୟା ସମାଧାନ, ଶରୀରସୁସ୍ଥ, ଲୋକସମ୍ପର୍କବୃଦ୍ଧି, ଦ୍ରବ୍ୟଲାଭ, ଧନିଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୧୦, ଆରାଧନା-ଛୋଟପିଲାଙ୍କୁ େଭାଜନ
ମୀନ: କିଛି କାର୍ଯ୍ୟରେ ଅସନ୍ତୋଷ, ଅର୍ଥଚିନ୍ତା, ବ୍ୟବସାୟରେ ମାନ୍ଦାବସ୍ଥା, ଅଯଥାକଷ୍ଟ, ଶତ୍ରୁ ପରାଜିତ, ଶରୀର ସୁସ୍ଥ, ବନ୍ଧୁସାହାଯ୍ୟ, କିଛି କ୍ରୟକରିବେ, ସ୍ବଜନ ବିରୋଧ, ସନ୍ତାନସମସ୍ୟା, ପୂର୍ବଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ମା’ ସ୍ବର୍ଣ୍ଣବାରାହୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।