୨୪.୮.୨୦୨୬ ସୋମବାର
ମେଷ: ଶାରୀରିକ ଅସୁସ୍ଥ, ନୂତନ କର୍ମାରମ୍ଭ, ପାରିବାରିକ ସ୍ନେହ, ବନ୍ଧୁ ଲାଭ, ସୁସମାଚାର, ଚୁକ୍ତି ସମ୍ପାଦନ, ଗୃହେ ଉତ୍ସବ, ଶତ୍ରୁ ପରାଜିତ, ଦାମ୍ପତ୍ୟ ଖୁସି, ଶୁଭ କାର୍ଯ୍ୟରେ ଧନ ଖର୍ଚ୍ଚ। ଅଶ୍ବିନ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା ଚେକ୍, ସଂଖ୍ୟା-୬, ଆରାଧନା- ମା’ ମାର୍କଣ୍ଡେଶ୍ବର
ବୃଷ: ଆର୍ଥକ ଉନ୍ନତି, ଦୂର ଯାତ୍ରା, ଉଚ୍ଚକାର୍ଯ୍ୟରେ ବିଳମ୍ବ, ଶାରୀରିକ ସୁସ୍ଥତା, ତୀର୍ଥାଟନ, ଦୂରଯାତ୍ରା ସ୍ଥଗିତ, ସମ୍ପତ୍ତି ବିବାଦ, ବାହ୍ୟ ଶତ୍ରୁ ପରାଜିତ, ସନ୍ତାନ ଖୁସି। କୃତ୍ତିକା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୫, ଆରାଧନା- ଶଙ୍କର ଭଗବାନ
ମିଥୁନ: ଅର୍ଥ ଲାଭ, ଶୁଭ ଖବର,ନୂତନ ବନ୍ଧୁଲାଭ, ଭୂସମ୍ପତ୍ତି ଲାଭ, ମାନସିକ ଶାନ୍ତି, ମାମଲା ସମାଧାନ, ଗୃହଶତ୍ରୁ ଲାଗି କଷ୍ଟ, କର୍ମକ୍ଷେତ୍ରରେ ପ୍ରଶଂସା, ଶାରୀରିକ ସୁସ୍ଥତା। ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଗୋଲାପି, ସଂଖ୍ୟା-୯, ଆରାଧନା- ମହାଲକ୍ଷ୍ମୀ।
କର୍କଟ: ମାନସିକ ଦ୍ବନ୍ଦ୍ବ, କାର୍ଯ୍ୟରେ ସହଯୋଗ, ଶୁଭ ଖବର, ବିବାଦ ସମାଧାନ, ଉଚ୍ଚକାର୍ଯ୍ୟରେ ଅଶାନ୍ତି, ଦ୍ରବ୍ୟ ପ୍ରାପ୍ତି, ବ୍ୟବସାୟରେ ଶତ୍ରୁତା, ସନ୍ତାନ ସମସ୍ୟା, ଜମିଜମା ଗଣ୍ଡଗୋଳ। ପୁଷ୍ୟା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଇଗଣୀ, ସଂଖ୍ୟା-୬, ଆରାଧନା- ପ୍ରଭୁ ଲିଙ୍ଗରାଜ
ସିଂହ: ଯାତ୍ରାରେ କଷ୍ଟ, ଶାରୀରିକ ଅସୁସ୍ଥ, ସନ୍ତାନ କଷ୍ଟ, ସ୍ବାଦିଷ୍ଟ ଭୋଜନ, ନୂତନ ଯୋଜନା ସଫଳ, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁ କଷ୍ଟ, ଥକାପଣ, ଅର୍ଥ ସମସ୍ୟା, ଦାମ୍ପତ୍ୟ ଖୁସି, ବିଦ୍ୟା ଲାଭ। ମଘା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୮, ଆରାଧନା-ପ୍ରଭୁ ଜଗନ୍ନାଥ
କନ୍ୟା: ଲୋକସମ୍ପର୍କ ବୃଦ୍ଧ, ଶୁଭ କାର୍ଯ୍ୟରେ ଅଗ୍ରଗତି, ନୂତନ ଚୁକ୍ତି, ଅର୍ଥ ଲାଭ, ଦେବକାର୍ଯ୍ୟାରେ ଆନନ୍ଦ, ଶତ୍ରୁ ପରାଜିତ, ସ୍ବାସ୍ଥ୍ୟରେ ଉନ୍ନତି, ଅଚାନକ ଦୂର ଯାତ୍ରା, ବିଦ୍ୟା ଲାଭ। ଉତ୍ତରାଫାଲଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶି, ସଂଖ୍ୟା-୯, ଆରାଧନା- ଲକ୍ଷ୍ମୀନାରାୟଣ।
ତୁଳା: ବନ୍ଧୁ ସହଯୋଗ, ଧର୍ମକାର୍ଯ୍ୟରେ ଆଗ୍ରହ, ନୂତନ ଯୋଜନା ସଫଳ, ଶାରୀରିକ ସୁସ୍ଥ, ସନ୍ତାନ ଖୁସି, ବ୍ୟବସାୟରେ ଉନ୍ନତି, ବିବାଦ ସମାଧାନ, ଉଚ୍ଚ ଆଶା ସଫଳ, ଦ୍ରବ୍ୟ ଲାଭ, ଯାନବାହନ କ୍ରୟ, ପାରିବାରିକ ଖୁସି, ବିଦ୍ୟାରେ ସଫଳତା। ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୮, ଆରାଧନା- ଗୋସେବା କରନ୍ତୁ
ବିଛା: ସନ୍ତାନ ସମସ୍ୟା, ବିଶିଷ୍ଟ କାର୍ଯ୍ୟରେ ଆନନ୍ଦ, ଦେବକାର୍ଯ୍ୟ ପ୍ରତି ବିମୁଖ, ଅନୁଷ୍ଠାନରୁ ଲାଭ, ଦୂରଯାତ୍ରା ସଫଳ, ବିଦ୍ୟାରେ ସଫଳତା, ଶତ୍ରୁ ସମସ୍ୟା, କିଛି କାର୍ଯ୍ୟରେ ବିବାଦ, ସମ୍ପତ୍ତି ସମସ୍ୟା, ଅର୍ଥ ଲାଭ। ଅନୁରାଧା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୬, ଆରାଧନା- ଭଗବାନ ବିଷ୍ଣୁ
ଧନୁ: ମାନସିକ ଶାନ୍ତି, କାର୍ଯ୍ୟରେ ସଫଳ, ଆଶା ପୂର୍ଣ୍ଣ, ଦାମ୍ପତ୍ୟ ଖୁସି, ପାରିବାରିକ ସମସ୍ୟା, ବନ୍ଧୁ ସହଯୋଗ, ନୂତନ କର୍ମରେ ଲାଭ, ଆର୍ଥକ କଷ୍ଟ, ଶତ୍ରୁ ପରାଜିତ, ସମ୍ପତ୍ତି ଲାଭ, ନୂତନ ବନ୍ଧୁ ଲାଭ। ଉତ୍ତରାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୧୦, ଆରାଧନା- ପ୍ରଭୁ ହନୁମାନ
ମକର: କାର୍ଯ୍ୟରେ ପ୍ରଶଂସା, ଅର୍ଥ ଲାଭ, ଶତ୍ରୁ ସମସ୍ୟା, ପାରିବାରିକ ସହଯୋଗ, ଯାତ୍ରାରେ କଷ୍ଟ, ହଠାତ ଧନଲାଭ, ଗୁରୁଜନେ ପ୍ରଶଂସା, ବନ୍ଧୁ ଦର୍ଶନ, ସୁମିଷ୍ଟ ଭୋଜନ ପ୍ରାପ୍ତି, ବିଦ୍ୟାରେ ସଫଳତା। ଧନିଷ୍ଠା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ସବୁଜ, ସଂଖ୍ୟା-୮, ଆରାଧନା- ମହାଲକ୍ଷ୍ମୀ
କୁମ୍ଭ: ଧର୍ମକାର୍ଯ୍ୟରେ ଯୋଗ, ମାନସିକ ଶାନ୍ତି, ବନ୍ଧୁଲାଭ, ଦ୍ରବ୍ୟ ପ୍ରାପ୍ତି, ବିଶିଷ୍ଟ କାର୍ଯ୍ୟରେ ଲାଭ, ସମ୍ପତ୍ତି ଲାଭ, ଦାମ୍ପତ୍ୟ ଖୁସି, ନୂତନ କାର୍ଯ୍ୟ ଅରମ୍ଭ, ସମ୍ମାନ ବୃଦ୍ଧ, ଆଶା ସଫଳ, ଶାରୀରିକ ସୁସ୍ଥ, ସନ୍ତାନ ଖୁସି। ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଇଗଣୀ, ସଂଖ୍ୟା-୧୧, ଆରାଧନା- ଭଗବାନ ଶଙ୍କର।
ମୀନ: ଆର୍ଥକ ଖୁସି, କିଛି ସମସ୍ୟାର ସମାଧାନ, ବନ୍ଧୁ ଲାଭ, ଉଚ୍ଚ ଆଶାରେ କଷ୍ଟ, ଭାତ୍ରୁ କଳହ, ବ୍ୟବସାୟିକ ଖୁସି, ଚୁକ୍ତି ସମ୍ପାଦନ, ଅତିଥÒ ଲାଭ, ଶାରୀରିକ ସୁସ୍ଥ, ଶୁଭ ଖବର, ବନ୍ଧୁଗୃହେ ଯାତ୍ରା, ପିଲାଙ୍କ ସଫଳତା। ଉତ୍ତରଭାଦ୍ର ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୮, ଆରାଧନା- ମା’ ଗୌରୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।