୮.୧୦.୨୦୨୬ ଗୁରୁବାର
ମେଷ: ଦ୍ରବ୍ୟଲାଭ, ଶରୀର ସୁସ୍ଥ, ବିଦ୍ୟାରେ ସଫଳତା, ପାରିବାରିକ ଖୁସି, ନୂତନ ନିଯୁକ୍ତି, ବନ୍ଧୁ ସାହାଯ୍ୟ, ଶତ୍ରୁ ପରାଜିତ, ଦ୍ୟବସାୟରେ ଲାଭ। ଦ୍ବିଜା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୮, ଆରାଧନା-ମା’ ଭଗବତୀ
ବୃଷ: ବନ୍ଧୁ ସହଯୋଗ, ନୂତନ ଅାୟ, ମାନସିକ ଶାନ୍ତି, କର୍ମକ୍ଷେତ୍ରେ ପରିଶ୍ରମ, ଦାମ୍ପତ୍ୟଖୁସି, ଅନୁଷ୍ଠାନରୁ ଲାଭ, ଶତ୍ରୁସମସ୍ୟା, ବିଦେଶ ଭ୍ରମଣଯୋଗ, ଭୂସମ୍ପତ୍ତିଲାଭ ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୭, ଆରାଧନା-ବିଷ୍ଣୁ ଭଗବାନ
ମିଥୁନ: ଚିଡ଼ିଚିଡ଼ା ସ୍ବଭାବ, ହେବାକାର୍ଯ୍ୟ ବିଳମ୍ବ, ବ୍ୟବସାୟରେ ଶତ୍ରୁବୃଦ୍ଧି, ପାରିବାରିକ ସହଯୋଗ, ବନ୍ଧୁଲାଭ, ଗୁରୁଜନଙ୍କ ଅାଶିର୍ବାଦ, ଅର୍ଥଚିନ୍ତା, ଦାମ୍ପତ୍ୟ କଳହ, ଭ୍ରାତୃସ୍ନେହ। ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ନାଲି, ସଂଖ୍ୟା-୬, ଆରାଧନା-ପ୍ରଭୁ ହନୁମାନ
କର୍କଟ: ଶରୀର ଅସୁସ୍ଥ, ହଠାତ୍ ଦୂରଯାତ୍ରା, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁସାହାଯ୍ୟ, କର୍ମକ୍ଷେତ୍ରେ ସ୍ଥାନାନ୍ତର, ପଦବୀଲାଭ, ବିଶିଷ୍ଠ କାର୍ଯ୍ୟରେ ଧନବ୍ୟୟ, ଶତ୍ରୁ ପରାଜିତ, ଦାମ୍ପତ୍ୟସୁଖ। ଅଶ୍ଳେଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶି, ସଂଖ୍ୟା-୫, ଆରାଧନା-ମା’ ଗୌରୀ
ସିଂହ: ନୂତନ କର୍ମଆରମ୍ଭ, ବ୍ୟବସାୟରେ ଉନ୍ନତି, ପାରିବାରିକ ସୁଖ, ଅଯଥା ଖର୍ଚ୍ଚ, ଲୋକସମ୍ପର୍କ ବୃଦ୍ଧି, ଦୂରଯାତ୍ରା ସଫଳ, ସମ୍ପତ୍ତିଲାଭ, କର୍ମକ୍ଷେତ୍ରେ ସହଯୋଗ । ପୂର୍ବାଫାଲଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୮, ଆରାଧନା-ମା’ ମଙ୍ଗଳା
କନ୍ୟା: ବ୍ୟବସାୟରେ ସ୍ବଳ୍ପ ଲାଭ, ପାରିବାରିକ ସାହାଯ୍ୟ, ନୂତନ ବନ୍ଧୁଲାଭ, ମାନସିକ ଶାନ୍ତି, ଯାତ୍ରା ସଫଳ, ଅନୁଷ୍ଠାନର ଲାଭ, ଶତ୍ରୁସମସ୍ୟା, େହବାକାର୍ଯ୍ୟ ବିଳମ୍ବ। ହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୬, ଆରାଧନା-ପ୍ରଭୁ ହନୁମାନ।
ତୁଳା: ଶୁଭଖବର, କର୍ମକ୍ଷେତ୍ରେ ସମସ୍ୟା, ଦାମ୍ପତ୍ୟସୁଖ, ଅନୁଷ୍ଠାନରୁ ଲାଭ, ସମ୍ମାନ ପ୍ରାପ୍ତି, ସୁମିଷ୍ଠ ଭୋଜନ, ଦ୍ରବ୍ୟଲାଭ, ବନ୍ଧୁସାହାଯ୍ୟ, ଅର୍ଥଲାଭ, ବିଶିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟ। ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୯, ଆରାଧନା-ଶଙ୍କର ଭଗବାନ
ବିଛା: ବ୍ୟୟବୃଦ୍ଧି, ମାନସିକ ଅବସାଦ, ବ୍ୟବସାୟିକ କଷ୍ଟ, ସନ୍ତାନଲାଭ, ମେଡ଼ିକାଲ ସମସ୍ୟା, ଲୋକସମ୍ପର୍କରେ ଉନ୍ନତି, ତୀର୍ଥଯାତ୍ରା ସଫଳ। ଜ୍ୟେଷ୍ଠା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୭, ଆରାଧନା- ପ୍ରଭୁ ଜଗନ୍ନାଥ
ଧନୁ: ଯାତ୍ରା ଶୁଭ, ଦ୍ରବ୍ୟଲାଭ, ସମ୍ମାନପ୍ରାପ୍ତି, ଅର୍ଥଲାଭ, ଦୂରଯାତ୍ରାରେ କଷ୍ଟ, ବ୍ୟବସାୟରେ ଲାଭ, ଉତ୍ତମବ୍ୟକ୍ତି ସାହାଯ୍ୟ, େଦବକାର୍ଯ୍ୟରେ ସଫଳ, ସ୍ବାଦିଷ୍ଠ ଭୋଜନ। ପୂର୍ବାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୧୦, ଆରାଧନା- ମହାଲକ୍ଷ୍ମୀ
ମକର: ସମ୍ମାନଲାଭ, ବନ୍ଧୁସାହାଯ୍ୟ, ପାରିବାରିକ ଖୁସି, ଅର୍ଥଲାଭ, ଦେବକାର୍ଯ୍ୟରେ ସଫଳ, ଉତ୍ସବକୁ ନେଇ ଦୂରଯାତ୍ରା, ଶତ୍ରୁ ପରାଜିତ, ମାନସିକ ଶାନ୍ତି, ଗୃହେ ଶୁଭ ଅାଲୋଚନା। ଶ୍ରବଣା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ନୀଳ, ସଂଖ୍ୟା-୮, ଆରାଧନା- ମା’ ମାଣିକେଶ୍ବରୀ
କୁମ୍ଭ: ଶୁଭଖବର, ଦ୍ରବ୍ୟଲାଭ, ସମ୍ପତ୍ତିସୁଖ, ଶୁଭ ଆଲୋଚନା, ବନ୍ଧୁଲାଭ, ପାରିବାରିକ ଶାନ୍ତି, ଦୂରଯାତ୍ରା ସଫଳ, ସ୍ବାସ୍ଥ୍ୟଲାଭ, ଲୋକସମ୍ପର୍କରେ ଉନ୍ନତି, ସ୍ବାଦିଷ୍ଠ ଭୋଜନ। ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ବାଇଗଣି, ସଂଖ୍ୟା-୧୦, ଆରାଧନା- ମା’ ଦକ୍ଷିଣକାଳୀ।
ମୀନ: ଶାରୀରିକ କଷ୍ଟ, େହବାକାର୍ଯ୍ୟ ବିଳମ୍ବ, ଯାତ୍ରାରେ ସତର୍କ, ବନ୍ଧୁସହଯୋଗ, ପାରିବାରିକ ବିବାଦ, ତୀର୍ଥାଟନ, ଦେବଦର୍ଶନ, ଦ୍ରବ୍ୟନଷ୍ଟ, ଶତ୍ରୁକଷ୍ଟ, ଲୋକସମ୍ପର୍କରେ ଉନ୍ନତି । ରେବତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ,ସଂଖ୍ୟା-୫, ଆରାଧନା- ମା’ ଗୌରୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।