୯.୮.୨୦୨୬ ରବିବାର
ମେଷ: ଶୁଭ ଖବର, ବିବାଦ ସମାଧାନ, ଅର୍ଥ ସମସ୍ୟା ଦୂର, ପାରିବାରିକ ସାହାଯ୍ୟ, ମାନସିକ ଶାନ୍ତି, ଯାତ୍ରାରେ ବିଳମ୍ବ, ଶରୀର ସୁସ୍ଥ, ଅଳ୍ପ ଶତ୍ରୁ ସମସ୍ୟା।
ଦ୍ବିଜା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ପିଙ୍କ୍, ସଂଖ୍ୟା-୮, ଆରାଧନା- ପ୍ରଭୁ ହନୁମାନ
ବୃଷ: କାର୍ଯ୍ୟରେ ବାଧା, ବ୍ୟବସାୟରେ ସ୍ବଳ୍ପ ଲାଭ, ଲୋକସମ୍ପର୍କ ବୃଦ୍ଧ, ସ୍ବଜନ ବିରୋଧ, ଦୂରଯାତ୍ରା ସଫଳ, ଶତ୍ରୁ ସମସ୍ୟା, ଶୁଭ ଆଲୋଚନା, ଦାମ୍ପତ୍ୟ ଖୁସି। ରୋହିଣୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା- ଶଙ୍କର ଭବାନ
ମିଥୁନ: ଶୁଭ ଖବର, ଭୂସମ୍ପତ୍ତି ଲାଭ, ବ୍ୟବସାୟରେ ଲାଭ, ବିବାଦ ସମାଧାନ, ମାନସମ୍ମାନ ପ୍ରାପ୍ତି, ଶରୀର ସୁସ୍ଥ, ଗୁପ୍ତ ଶତ୍ରୁ ଲାଗି ଚିନ୍ତିତ, ସନ୍ତାନ ସୁଖ, ବିଦ୍ୟାରେ ସଫଳ।
ଆଦ୍ରା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ମେରୁନ, ସଂଖ୍ୟା-୧୦, ଆରାଧନା- ଗଣେଶ ଭଗବାନ
କର୍କଟ: ଅଯଥା ଖର୍ଚ୍ଚ, ବ୍ୟବସାୟରେ ସାମାନ୍ୟ ଲାଭ, ନୂତନ କାର୍ଯ୍ୟ ଲାଗି ଦୂର ଯାତ୍ରା, ଦେବଦର୍ଶନ, ବିବାଦ ସମାଧାନ, ଦାମ୍ପତ୍ୟ ଲାଭ। ଅଶ୍ଳେଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଲାଲ୍, ସଂଖ୍ୟା-୬, ଆରାଧନା- ଶଙ୍କର ଭଗବାନ
ସିଂହ: ଶୁଭ ଖବର, ବ୍ୟବସାୟରେ ଉନ୍ନତି, କର୍ମକ୍ଷେତ୍ରରେ ଖୁସି, ଶାରୀରିକ ସୁସ୍ଥ, ଗଠନମୂଳକ କାର୍ଯ୍ୟରେ ପ୍ରଶଂସା, ଯାତ୍ରା ସଫଳ, ମାନସିକ ଶାନ୍ତି। ପୂର୍ବାଫାଲଗୁନି ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୯, ଆରାଧନା-ପ୍ରଭୁ ଜଗନ୍ନାଥ
କନ୍ୟା: ଆୟରେ ଉନ୍ନତି, ପାରିବାରିକ ଖୁସି, ବିଶିଷ୍ଟ କାର୍ଯ୍ୟରେ ଧନ ବ୍ୟୟ, ସମ୍ପର୍କରେ ସୁଧାର, ଦୂର ଯାତ୍ରାରେ ସତର୍କ, ଶତ୍ରୁ ପରାଜିତ, ସ୍ବାଦିଷ୍ଟ ଭୋଜନ, ସନ୍ତାନ ସମସ୍ୟା, ଦାମ୍ପତ୍ୟ ଖୁସି। ହସ୍ତା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଆକାଶି, ସଂଖ୍ୟା-୮, ଆରାଧନା- ମହାଲକ୍ଷ୍ମୀ।
ତୁଳା: ଭୟ କରନ୍ତୁ ନାହିଁ, ସମସ୍ୟା ଅଳ୍ପ ସମାଧାନ, ବ୍ୟବସାୟରେ କଷ୍ଟ, ଋଣ କରିପାରନ୍ତି, ଦାମ୍ପତ୍ୟ କଳହ, ବନ୍ଧୁ ସହଯୋଗ, ଶୁଭ ଆଲୋଚନା, ବିଦ୍ୟାରେ ଉନ୍ନତି। ସ୍ବାତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-୭, ଆରାଧନା- ଶଙ୍କର ଭଗବାନ
ବିଛା: ଯାତ୍ରାରେ ସତର୍କ, ଶାରୀରିକ କଷ୍ଟ, କିଛି ବିବାଦ ସମାଧାନ, ଅର୍ଥ ଲାଭ, ଶତ୍ରୁ ସମସ୍ୟା, ହେବା କାର୍ଯ୍ୟ ବିଳମ୍ବ, ସନ୍ତାନ ସୁଖ। ଜ୍ୟେଷ୍ଠା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ହଳଦୀ, ସଂଖ୍ୟା-୪, ଆରାଧନା- ନୃସିଂହ ଭଗବାନ
ଧନୁ: ଲୋକସମ୍ପର୍କ ବୃଦ୍ଧ, ଶରୀର ସୁସ୍ଥ, ବିଶିଷ୍ଟ କାର୍ଯ୍ୟରେ ଲାଭ, ବିବାଦ ସମାଧନ, ଦୂର ଯାତ୍ରା ସଫଳ, ଦ୍ରବ୍ୟ ଲାଭ, ବନ୍ଧୁ ଲାଭ, ଦାମ୍ପତ୍ୟ ସୁଖ, ମାନସିକ ଶାନ୍ତି। ପୂର୍ବାଷାଢ଼ା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୯, ଆରାଧନା- ମା’ କୁତାମଚଣ୍ଡୀ
ମକର: ଦ୍ରବ୍ୟ ଲାଭ, ଶୁଭ ଆଲୋଚନା, ଯାତ୍ରାରେ ଲାଭ, ବହୁଦିନର ଆଶା ପୂରଣ, ଅତିଥÒ ସତ୍କାର, ଦେବକାର୍ଯ୍ୟରେ ସନ୍ତୁଷ୍ଟ, ଶାରୀରିକ ସୁସ୍ଥ, ଲୋକସମ୍ପର୍କ ବୃଦ୍ଧ, ବାଣିଜ୍ୟ ଲାଭ। ଶ୍ରବଣା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- କଳା, ସଂଖ୍ୟା-୭, ଆରାଧନା- ମହାଲକ୍ଷ୍ମୀ
କୁମ୍ଭ: ଅର୍ଥ ସମସ୍ୟା, ଶୁଭ କାର୍ଯ୍ୟରେ ବିଳମ୍ବ, ଅଯଥା ବିବାଦ, ମାନସିକ ଶାନ୍ତି, ଗୃହେ ଉତ୍ସବକୁ େନଇ ଚିନ୍ତା, ବନ୍ଧୁ ସମସ୍ୟା, ଶାରୀରିକ କଷ୍ଟ, ଦାମ୍ପତ୍ୟ ସୁଖ।
ଶତଭିଷା ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ନୀଳ, ସଂଖ୍ୟା-୫, ଆରାଧନା- ଶଙ୍କର ଭଗବାନ।
ମୀନ: ଶରୀରିକ ସୁସ୍ଥ, ଶୁଭ କାର୍ଯ୍ୟରେ ଧନବ୍ୟୟ, ଉତ୍ସବକୁ ନେଇ ବ୍ୟସ୍ତତା, ଲୋକସମ୍ପର୍କରେ ବୃଦ୍ଧ, ବିବାଦରେ ଫସିପାରନ୍ତି, ସ୍ବାଦିଷ୍ଟ ଭୋଜନ। ରେବତୀ ନକ୍ଷତ୍ର- ସତର୍କ ରୁହନ୍ତୁ, ଶୁଭରଙ୍ଗ- ଧଳା, ସଂଖ୍ୟା-୮, ଆରାଧନା- ମା’ ବିମଳା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।